Monday, June 15, 2026

ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Share

ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ବିଧାନସଭା ଶୀତ ଅଧିବେଶନକୁ ସମ୍ବୋଧିତ କରିବେ। ବିମାନବନ୍ଦରରୁ ରାଜଭବନ ଅଭିମୁଖେ ଗଲା କାରକେଡ୍‌। ବିଧାନସଭା ଶୀତ ଅଧିବେଶନକୁ ସମ୍ବୋଧିତ କରିବେ ।

Read more

Local News